11 ମାପ୍ରୁ କଇଲା, “ତିଆର୍ ଅ । ସଲକ୍ ନାଉଁର୍ ବାଟ୍ଦାରି ଜିଉଦାର୍ ଗରେ ଜା । ତେଇ ତାର୍ସସେଅନି ଆସି ରଇବା ସାଉଲ୍ ନାଉଁର୍ ଗଟେକ୍ ଲକ୍କେ କଜ୍ । ସେ ପାର୍ତନା କଲାନି ।
ଜିସୁ ତାକେ କଇଲା, “ପର୍ମେସର୍ ଦେବା ଦାନର୍ ବିସଇ, ତୁଇ ଅଲପ୍ ଆଲେ ଜାନି ରଇଲେ ଆରି ମୁଇ କେ ବଲି ଜାନ୍ତୁସ୍ ବଇଲେ ମକେ ମାଙ୍ଗ୍ତୁସ୍ । ଆରି ମୁଇ ତକେ ଜିବନ୍ ଦେବା ପାନି ଦେଇତି ।”
ତାର୍ ଗରେ ସେ କେନ୍ତି ସରଗ୍ ଦୁତର୍ ଦର୍ସନ୍ ପାଇରଇଲା, ସେ ବିସଇ ଆମ୍କେ ଜାନାଇଲା । ସରଗ୍ ଦୁତ୍ ତାକେ ଏନ୍ତି କଇରଇଲା, ଜପାତେଇ ରଇବା ପିତର୍କେ, ତାର୍ ଆରି ଗଟେକ୍ ନାଉଁ ଅଇଲାନି ସିମନ୍, ତାକେ ଇତି ଡାକି ଆନ୍ବାକେ ଲକ୍ ପାଟା ।
ତାର୍ ପଚେ ବର୍ନବା ସାଉଲ୍କେ କଜ୍ବାକେ ତାର୍ସସ୍ ଜାଗାଇ ଗାଲା ।
ଜେତ୍କି ଲକ୍ ମର୍ ନାଉଁ ଦାରି ଡାକ୍ବାଇ, ସେମନ୍କେ ମୁଇ ରକିଆ କର୍ବି ।”
ପାଉଲ୍ କଇଲା, “ମୁଇ ସିଲିସିଆର୍ ତାର୍ସିସେ ଜନମ୍ କରିରଇବା ଗଟେକ୍ ଜିଉଦି, ଗଟେକ୍ ମୁକିଅ ଗଡର୍ ଲକ୍ । ଏ ଲକ୍ମନ୍କେ ବୁଜାଇ କଇବାକେ ଦୟାକରି ମକେ ଅଲପ୍ ଆଦେସ୍ ଦିଆ ।”
“ମୁଇ ଗଟେକ୍ ଜିଉଦି ଲକ୍, ସିଲିସିଆର୍ ତାର୍ସିସେ ମର୍ ଜନମ୍, ମାତର୍ ମୁଇ ଜିରୁସାଲାମେ କାଇପିଇ ବଡ୍ ଅଇରଇଲି ଆରି ଗମଲିଏଲର୍ ସିସ୍ ରଇଲି । ଆମର୍ ଆନିଦାଦିମନର୍ ରିତିନିତି, ମୁଇ ଟିକ୍ ଇସାବେ ସିକିରଇଲି ଆରି ତମର୍ ପାରା ପର୍ମେସର୍କେ ମାନିକରି ଜିଇତେରଇଲି ।
ସେଟାର୍ ପାଇ ତମର୍ ଏ କରାପ୍ ବାବ୍ନାର୍ ପାଇ ମନ୍ ବାଦ୍ଲାଆ । ଏନ୍ତାରି ବିସଇ ଚିନ୍ତାକଲାର୍ ପାଇ ମାପ୍ରୁ ଜେନ୍ତାରି କେମା ଦେଇସି, ତାର୍ ଲାଗି, ମାପ୍ରୁକେ ପାର୍ତନା କର୍ ।
ପର୍ମେସରର୍ ଗଟେକ୍ ଦୁତ୍ ପିଲିପ୍କେ କଇଲା, “ତିଆର୍ ଅ, ଆରି ଦକିଣ୍ ଦିଗେ ଜିରୁସାଲମେଅନି ଗାଜା ବଲି ଗଟେକ୍ ଜାଗାଇ ଜିବାବାଟେ ଜା । ଆଜିକାଲି ଏବାଟେ ଆରି ଲକ୍ମନ୍ ଆସ୍ ଜା କରତ୍ ନାଇ ।”
ବିସ୍ବାସି ବାଇମନ୍ ଏ କାତା ଜାନିକରି ସାଉଲ୍କେ କାଇସରିଆ ନାଉଁର୍ ଗଟେକ୍ ଜାଗାଇ ଦାରିଗାଲାଇ । ଆରି ତେଇଅନି ତାକେ ତାର୍ସିସ୍ ବଲି ବିନ୍ ଗଟେକ୍ ଜାଗାଇ ପାଟାଇ ଦେଲାଇ ।