12 ସେ ଦର୍ସନ୍ ଦେକ୍ଲାବେଲେ ଅନନିୟ ବଲି ଗଟେକ୍ ଲକ୍ ତାର୍ ଗରେ ପୁର୍ବାଟା ସେ ଦେକିଆଚେ, ତୁଇ ଜା ଆରି ସେ ଜେନ୍ତିକି ଆରିତରେକ୍ ଦେକିପାର୍ସି ତାର୍ ଉପ୍ରେ ଆତ୍ ସଙ୍ଗ ।”
ଆରି ବେସି ବାବୁଜିଆ କରି କଇଲା, “ମର୍ ଟକି ମର୍ବା ଉପ୍ରେ ଆଚେ, ସେ ଜେନ୍ତି ନିକ ଅଇ ବଁଚ୍ସି, ତେବର୍ ପାଇ ତମେ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଦିଆସ୍ ।”
ବିସ୍ବାସିମନ୍ ଏ ସାତ୍ଲକ୍କେ ପେରିତ୍ମନର୍ ଲଗେ ଆନ୍ଲାଇ । ସେମନ୍କେ, ଆତ୍ ସଙ୍ଗଇ ପାର୍ତନା କଲାଇ ।
ଦାମାସ୍କସେ ଅନନିୟ ନାଉଁର୍ ଗଟେକ୍ ବିସ୍ବାସି ଲକ୍ ରଇଲା, ସେ ମାପ୍ରରୁ ଦର୍ସନ୍ ପାଇଲା, ମାପ୍ରୁ ତାକେ କଇଲା, “ଅନନିୟ !” ସେ କଇଲା, “ମୁଇ ଇତି ଆଚି ମାପ୍ରୁ, କୁଆ ।”