ପେରିତ୍ 9:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ମାପ୍ରୁ ତାକେ କଇଲା, “ଜାଆ ଜିଉଦି ନ ଅଇଲା ଲକ୍ମନ୍, ତାକର୍ ରାଜାମନ୍ ଆରି ଇସ୍ରାଏଲର୍ ଲକ୍ମନ୍କେ, ମର୍ ନାଉଁ ଜାନାଇବାକେ ଆରି ମର୍ ସେବା କର୍ବାକେ ମୁଇ ତାକେ ବାଚ୍ଲି ଆଚି । အခန်းကိုကြည့်ပါ။ |
ତିନ୍ ଦିନ୍ ପଚେ ପାଉଲ୍ ସେ ଜାଗାର୍ ଜିଉଦି ନେତାମନ୍କେ ଗଟେକ୍ ସବା କର୍ବାକେ କବର୍ ପାଟାଇଲା । ସେମନ୍ ଆସି ରୁଣ୍ଡ୍ଲାଇକେ ପାଉଲ୍ ସେମନ୍କେ କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଆମର୍ ଲକ୍ମନର୍ ବିରୁଦେ କି ଆମର୍ ଆନିଦାଦିମନର୍ ଟାନେଅନି ସିକିରଇବା ରିତିନିତି ବିରୁଦେ କିଚି କରିନାଇ, ଏଲେ ମିସା ଜିରୁସାଲାମର୍ ଜିଉଦିମନ୍ ମକେ ଦାରି ବନ୍ଦିଗରେ ପୁରାଇ ରମିଅମନ୍କେ ସର୍ପିଦେଲାଇ ।