19 ଆରି କାଆପିଆ ଅଇ ବପୁ ଅଇଲା । ସାଉଲ୍ ଜିସୁକେ ବିସ୍ବାସ୍ କର୍ବା ଲକ୍ମନର୍ ସଙ୍ଗ୍ ଦାମାସ୍କସେ କେତେ ଦିନ୍ ରଇଲା ।
ତେଇ ତାକେ ବେଟ୍ପାଇ ବର୍ନବା ଆନ୍ଟିଅକେ ଡାକି ଦାରିଆଇଲା । ପୁରା ଗଟେକ୍ ବରସ୍ ଜାକ ବର୍ନବା ଆରି ସାଉଲ୍ ତେଇ ମଣ୍ଡଲିର୍ ବିସ୍ବାସିମନର୍ ସଙ୍ଗ୍ ମିସି, ଲକ୍ମନ୍କେ ସିକିଆ ଦେଲାଇ । ଏ ଆନ୍ଟିଅକର୍ ବିସ୍ବାସିମନ୍କେସେ ଲକ୍ମନ୍ ସିଗ୍ ପର୍ତୁମ୍ କିରିସ୍ଟାନ୍ ବଲି କଇରଇଲାଇ ।
ଆନ୍ଟିକିଅର୍ ସିସ୍ମନ୍ ଜିଉଦାଇ ରଇଲା ବିସ୍ବାସି ବାଇମନ୍କେ ତାକର୍ ପାର୍ଲା ଏତ୍କି ଡାବୁ ପାଟାଇବାକେ ଟିକ୍ କଲାଇ ।
ସେନ୍ତାରି ମୁଇ ପର୍ତମେ ଦାମାସ୍କସେ ଆରାମ୍କରି ତାର୍ପଚେ ଜିରୁସାଲାମେ, ପଚେ ଜିଉଦାର୍ ସବୁବାଟେ ଆରି ଜିଉଦିନଇଲା ଲକ୍ମନର୍ ବିତରେ ମାପ୍ରୁର୍ ବିସଇ ଜାନାଇଲି । ଜେନ୍ତି କି ସେମନ୍ କରିରଇବା ପାପ୍ ଏତାଇ, ଦୁକ୍କରି ମାପ୍ରୁର୍ବାଟେ ବାଅଡ୍ବାଇ । ଆରି ସେମନ୍ ଜନ୍ଟା ମାନିଆଇଲାଇ ଆଚତ୍, ସେଟା ତାକର୍ ଚଲାଚଲ୍ତିଅନି ଜାନିଅଇସି ।
ଅନନିୟ ଏ କାତା କଇଲା ଦାପ୍ରେ ଏଦେ ଦେକା ! ସାଉଲର୍ ଆଁକିଅନି ମାଚ୍ କସ୍ଲି ପାରାଟା କୁସ୍ଲି ଅଦର୍ଲା । ସେ ଆରି ତରେକ୍ ଦେକି ପାର୍ଲା । ସେ ଉଟ୍ଲା ଆରି ଅନନିୟ ତାକେ ଡୁବନ୍ କଲା ।
ସାଉଲ୍ ଜିରୁସାଲାମେ ଜାଇ ସିସ୍ମନର୍ ସଙ୍ଗ୍ ମିସ୍ବାକେ ଚେସ୍ଟା କଲା । ମାତର୍ ସେମନ୍ ସାଉଲ୍କେ ଗଟେକ୍ ସିସ୍ ବଲି ମୁଲ୍କେ ବିସ୍ବାସ୍ କରତ୍ ନାଇ । ସବୁ ଲକ୍ ତାକେ ଡର୍ତେ ରଇଲାଇ ।
ଜପା ଜାଗା ଲୁଦାଇଅନି ଦୁରିକେ ନ ରଇଲା । ପିତର୍ ଲୁଦାଇ ଆଚେ ବଲି ସୁନିକରି ଜପାଇ ରଇବା ବିସ୍ବାସିମନ୍ ଦୁଇ ଲକ୍କେ ପିତରର୍ ଲଗେ କଇ ପାଟାଇଲାଇ । “ଅଲସମ୍ ନ କରି, ଦାପେ ଆମର୍ ଲଗେ ଚନେକ୍ ଆସା ।”
ଜେନ୍ତିକି ମର୍ ଆଗ୍ତୁ ଜେତ୍କି ଲକ୍ ପେରିତ୍ ସିସ୍ ଅଇରଇଲାଇ, ସେମନର୍ ସଙ୍ଗ୍ ମିସ୍ବାକେ ଜିରୁସାଲାମେ ଜାଇନାଇ । ସେବେଲେ ମୁଇ ଦାପ୍ରେ ବାରଇ ଆରବ୍ ଦେସେ ଉଟିଗାଲି । ଜାଇକରି ଆରିତରେକ୍ ଦାମାସ୍କସେ ବାଉଡି ଆଇଲି ।