ପେରିତ୍ 9:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ମାତର୍ ସାଉଲ୍ ଦରମ୍ ସାସ୍ତରେ ଅନି, ଜିସୁ ଆକା ମସିଅ ବଲି ସତ୍ ଦେକାଇଲା । ଏ ବିସଇଟାନେ ତାର୍ କଇବା କାତା ଏତେ ବପୁ ରଇଲା ଜେ, ଦାମାସ୍କସେ ବାସାଅଇ ରଇବା ଜିଉଦିମନ୍ ତାର୍ କଇବା କାତାର୍ ଗଟେକ୍ ମିସା ଉତର୍ ଦେଇନାପାର୍ଲାଇ । အခန်းကိုကြည့်ပါ။ |