ପେରିତ୍ 9:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 କେତେଦିନ୍ ଗାଲା ପଚେ ଜିଉଦିମନ୍ ଗଟେକ୍ ଅଇକରି ସାଉଲ୍କେ ମରାଇବାକେ ପାଚ୍ନା କଲାଇ । အခန်းကိုကြည့်ပါ။ |
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।