24 ମାତର୍ ସାଉଲ୍ ସେମନର୍ କୁଟ୍ କାତା ଜାନ୍ଲା । ସାଉଲ୍କେ ମରାଇବାକେ ସେମନ୍ ଦିନ୍ ରାତି ନଅରର୍ ସବୁ ଦୁଆର୍ମନ୍କେ ଜାଗ୍ଲାଇ ।
ଜିଉଦିମନର୍ କୁଟ୍ ପାଁଚ୍ନାର୍ ଲାଗି, ମକେ ଜନ୍ ଦୁକ୍ କସ୍ଟ ପାଇକରି ମୁରଚ୍ବାକେ ପଡ୍ଲା, ସେ ବିତ୍ରେ ମୁଇ ପରମେସରର୍ ସେବାକାରିଆ ଇସାବେ ଆଁସୁପାନି ଜଡାଇ, ମୁଣ୍ଡ୍ ତଲେକରି, କାମ୍ କଲିଆଚି ।
ତେଇ ସେ ତିନ୍ ମାସ୍ ରଇଲା, ଆରି ସିରିଆଇ ଜିବାକେ ତିଆର୍ ଅଇଲାବେଲେ, ଜିଉଦିମନ୍ ତାକର୍ ବିରଦେ କୁଟ୍ପାଁଚ୍ଲାଇନି ବଲି କବର୍ ପାଇ ମାକିଦନିଆବାଟେ ବାଉଡି ଜିବାକେ ଟିକ୍ କଲା ।
ଆରି ତାର୍ ବିରଦେ ଗଟେକ୍ କୁଟ୍ ଜଜ୍ନା ଅଇଲାନି ବଲି କବର୍ ସୁନି, ବେଗି ବେଗି ତମର୍ ଲଗେ ପାଟାଇ ଦେବାକେ ଟିକ୍ କଲି, ତାର୍ ବିରଦେ ରଇଲା ଦାବା, ତର୍ ମୁଆଟେ ଜାନାଇବାକେ ତାର୍ ଦାବାଦାରିମନ୍କେ ମୁଇ କଇଲିଆଚି ।”
ଜଦି ମୁଇ ରିତିନିତି ନ ମାନି ମରନ୍ ଡଣ୍ଡ୍ ପାଇବାପାରା କାଇ ଦସ୍ କଲିଆଚି ବଇଲେ, ମର୍ବାକେ ନ ଡରି । ମାତର୍ ସେମନ୍ ମର୍ ବିରଦେ ଆନିରଇବା ଦାବା ବିତ୍ରେ କାଇମିସା ସତ୍ ନ ରଏ, ତେବେ କେ ମିସା ମକେ ସେମନ୍କେ ସର୍ପିଦେଇ ନାପାରତ୍ । ବଡ୍ ସାସନ୍କାରିଆ ଆକା ମକେ ବିଚାର୍ନା କର ବଲି ଗୁଆରି କଲିନି ।”
ଜେନ୍ତିକି ପାଉଲ୍କେ ଜିରୁସାଲାମେ ଆନ୍ବାକେ ଗୁଆରି କଲାଇ । କାଇକେବଇଲେ ବାଟେ ଜାଗିରଇ ସେମନ୍ ପାଉଲ୍କେ ମାରିମରାଇବାକେ ଜଜ୍ନା ତିଆର୍ କରିରଇଲାଇ ।
ମାତର୍ ଦିନେକ୍, ରାତିବେଲେ ସାଉଲର୍ ସିସ୍ମନ୍ ତାକେ ଡାଲାଇ ସାଜାଡି ନଅରର୍ ଚାରିବେଟ୍ତି ରଇବା ପାଚୁରିର୍ କାଣା ବାଟେ ତଲେ ଉତ୍ରାଇଦେଲାଇ ।
ପୁର୍ବେ ମୁଇ ଦାମାସ୍କାସେ ରଇଲା ବେଲେ ରାଜା ଆରେତାସରର୍ ତଲେ ଗଟେକ୍ ସାସନ୍ କାରିଆ ରଇଲା । ସେ ସଅର୍ ସନ୍ଦି ଜାଗ୍ବାକେ ତାର୍ ସନିଅମନ୍କେ କଇଲା । ଜେନ୍ତାରି କି ଜେଡେବେଲେ ମୁଇ ସେ ସଅରେ ବାରଇତି, ସେମନ୍ ମକେ ଦାର୍ତାଇ ।