ପେରିତ୍ 9:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ସାଉଲ୍ ଜିରୁସାଲାମେ ଜାଇ ସିସ୍ମନର୍ ସଙ୍ଗ୍ ମିସ୍ବାକେ ଚେସ୍ଟା କଲା । ମାତର୍ ସେମନ୍ ସାଉଲ୍କେ ଗଟେକ୍ ସିସ୍ ବଲି ମୁଲ୍କେ ବିସ୍ବାସ୍ କରତ୍ ନାଇ । ସବୁ ଲକ୍ ତାକେ ଡର୍ତେ ରଇଲାଇ । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।