ପେରିତ୍ 9:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ମାତର୍ ପଚେ, ବର୍ନବା ତାକେ ପେରିତ୍ ସିସ୍ମନର୍ ଲଗେ ନେଲା । ଦାମାସ୍କସର୍ ବାଟେ କେନ୍ତି ସାଉଲ୍ ମାପ୍ରୁର୍ ଦର୍ସନ୍ ପାଇରଇଲା, ଆରି ମାପ୍ରୁ ତାକେ କାତା କଇରଇଲା, ଏ ସବୁ ବିସଇ ସେମନ୍କେ ବୁଜାଇକରି କଇଲା । ଦାମାସ୍କସେ ସାଉଲ୍ ନ ଡର୍ତେ କେନ୍ତାରି ଜିସୁର୍ ନାଉଁ ଦାରି ତାର୍ ବାକିଅ ଜାନାଇରଇଲା, ସେମନ୍କେ ଟିକି ନିକି ବୁଜାଇ କରି କଇଲା । အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।