ପେରିତ୍ 9:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସାଉଲ୍ ଦାମାସ୍କସ୍ ନଅର୍ ଲଗାଲଗି ଅଇବା ବେଲେ, ଅଟାତ୍ ବାଦ୍ଲେଅନି ଗଟେକ୍ ଉଜଲ୍ ସାଉଲର୍ ଚାରିବେଡ୍ତି ଜଗ୍ଜଗି ଗାଲା । အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”