ପେରିତ୍ 9:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 ଜିଉଦା, ଗାଲିଲି ଆରି ସମିରଣେ ରଇବା ମଣ୍ଡଲିମନର୍ ପାଇ ସେବେଲା ଗଟେକ୍ ସାନ୍ତିର୍ ବେଲା ରଇଲା । ସୁକଲ୍ ଆତ୍ମା ସେମନର୍ ସଙ୍ଗ୍ ରଇଲା ଜେ ଲକ୍ମନ୍ ଦିନ୍କେଦିନ୍ ଅଦିକ୍ ଅଦିକ୍ ଅଇ ଡାଟ୍ ଅଇଲାଇ । ଜିସୁକେ ବିସ୍ବାସ୍କର୍ବା ଲକ୍ମନ୍, ମାପ୍ରୁକେ ଡରିକରି ଆରି ମାନିକରି ଜିଇତେ ରଇଲାଇ । အခန်းကိုကြည့်ပါ။ |
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।