32 ପିତର୍ ବିନ୍ ବିନ୍ ଜାଗାଇ ବୁଲି ବୁଲି ତରେକ୍ ଲୁଦାଇ ବାସାଅଇରଇବା, ମାପ୍ରୁର୍ ଲକ୍ମନର୍ ସଙ୍ଗ୍ ମିସ୍ବାକେ ଗାଲା ।
ଆରି କବର୍ ଦେଇରଇବା କାଲ୍ମନ୍ ଉଗାଡିଅଇ କେତେକ୍ କେତେକ୍ ପର୍ମେସରର୍ ଦରମ୍ ଲକ୍ମନ୍ ଆରିତରେକ୍ ଜିବନ୍ ଅଇ ଉଟ୍ଲାଇ ।
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।”
ମୁଇ ଜିରୁସାଲାମେ ସେନ୍ତି କଲି । ମୁକିଅ ପୁଜାରିମନର୍ତେଇଅନି ଅଦିକାର୍ ଚିଟି ପାଇ, ପରମେସରର୍ ବେସି ଲକ୍ମନ୍କେ ବାନ୍ଦି କରି, ବନ୍ଦି ଗରେ ପୁରାଇଦେଲି । ଆରି ସେମନ୍କେ ମରନର୍ ଡଣ୍ଡ୍ ଦେବାକେ ବିଚାର୍ନା କଲାବେଲେ, ସେମନର୍ ବିରୁଦେ ଟିଆଅଇଲି ।
ସମରିଆର୍ ଲକ୍ମନ୍ ପର୍ମେସରର୍ ବାକିଅ ବିସ୍ବାସ୍ କଲାଇ ଆଚତ୍ ବଲି ଜିରୁସାଲାମ୍ ରଇବା ପେରିତ୍ ସିସ୍ମନ୍ ସୁନ୍ଲାଇ । ପିତର୍ ଆରି ଜଅନ୍କେ ସେମନର୍ ଲଗେ ପାଟାଇଲାଇ ।
ନିଜର୍ ଜିବନେ ଅଇରଇବା ବିସଇର୍ ସାକି ଆରି ମାପ୍ରୁର୍ ସୁବ୍ କବର୍ କଇସାରାଇଲା ପଚେ ପିତର୍ ଆରି ଜଅନ୍ ଜିରୁସାଲାମେ ବାଅଡ୍ଲାଇ । ବାଅଡ୍ବା ବାଟେ ସେମନ୍ ସମିରଣର୍ ବେସି ଗାଉଁମନ୍କେ ସୁବ୍କବର୍ ଜାନାଇଲାଇ ।
ମାତର୍ ଅନନିୟ କଇଲା, “ମାପ୍ରୁ ଏ ଲକ୍ ଜିରୁସାଲାମେ ତମର୍ ଲକ୍ମନ୍କେ ଜେତ୍କି ପାପ୍ କାମ୍ କଲା ଆଚେ, ସେ ବିସଇ କେତେ କେତେ ଲକ୍ ମକେ ଜାନାଇ ଆଚତ୍ ।
ତେଇ ଏନିୟ ନାଉଁର୍ ଗଟେକ୍ ଲକ୍କେ ସେ ବେଟ୍ ଅଇଲା, ଏନିୟକେ ଚେରେଙ୍ଗ୍ ବାତ୍ ଦାରି ଆଟ୍ ବରସ୍ ଅଇଜାଇରଇଲା । ସଇଲାଟାନେଅନି ଉଟି ନାପାର୍ତେ ରଇଲା ।
ପିତର୍ ଆତ୍ ଲାମାଇ ତାକେ ଉଟାଇଲା । ତାର୍ ପଚେ ତେଇ ରୁଣ୍ଡି ରଇଲା ସବୁ ବିସ୍ବାସି ଆରି ରାଣ୍ଡି ମାଇଜିମନ୍କେ ଡାକି ଦର୍କାସ୍କେ ସର୍ପିଦେଲା ।
ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ । ଆମର୍ ବାବା ପରମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
ମୁଇ ପାଉଲ୍ ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ଗଟେକ୍ ପେରିତ୍ ସିସ୍ ଅଇ ବାଚି ଅଇଆଚି । ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ବିସ୍ବାସ୍ସଙ୍ଗ୍ ଜିଉନା କାଉନା କର୍ତେ ରଇବା ଏପିସିୟର୍ ବିସ୍ବାସିମନର୍ ଲଗେ ଏ ଚିଟି ଲେକ୍ଲିନି ।
ଏ ଚିଟି ପାଉଲ୍ ଆରି ତିମତି, କିରିସ୍ଟ ଜିସୁର୍ ଦୁଇଟା ଗତିଦାଙ୍ଗ୍ଡାମନ୍ ଲେକ୍ଲୁନି । ଜିସୁକିରିସ୍ଟର୍ ଅଇକରି ପିଲିପି ନଅରେ ରଇବା ସବୁ ପର୍ମେସରର୍ ଲକ୍ମନର୍ପାଇ ଏଟା ଲେକାଅଇଲା ଆଚେ । ତମର୍ ବିତ୍ରେ ନେତା ଅଇକରି ତମ୍କେ ସାଇଜ କର୍ବା ଲକ୍ମନର୍ପାଇ ମିସା ।