37 ତାର୍ ଲକ୍ବାକ୍ମନ୍ ଟାବିତାର୍ ମଲାମଡ୍ ପାନିଦୁଆଇଲାଇ ଆରି ଲୁଗା ସଙ୍ଗ୍ ଗୁଡିଆଇ ଉପର୍ ତାଲାର୍ ବାକ୍ରାଇ ସୁଆଇଦେଲାଇ ।
ସେ ଗରର୍ ସାଉକାର୍ ତମ୍କେ ଗର୍ ଉପ୍ରେ ରଇବା ନିମାନ୍ ସଜାଇଅଇରଇଲା ଗଟେକ୍ ବଡ୍ଟା ବାକ୍ରା ଦେକାଇଦେଇସି । ତେଇ ଆମର୍ପାଇ କାଇବା କାଦି ତିଆର୍କରା ।” ବଲି ପାଟାଇଲା ।
ଜିରୁସାଲେମ୍ ନଅରେ ଜାଇକରି ସେମନ୍ ରଇବା ବାକ୍ରାଇ ପୁର୍ଲାଇ । ପିତର୍, ଜଅନ୍, ଜାକୁବ୍ ଆରି ତାର୍ ବାଇ ଆନ୍ଦ୍ରିୟ, ପିଲିପ୍, ତମା, ବାର୍ତଲମି, ମାତିଉ, ଆଲ୍ପିର୍ ପିଲା ଜାକୁବ୍, ଦେସ୍ ଆଲାଦ୍କର୍ବା ସିମନ୍ ଆରି ଜାକୁବର୍ ପିଲା ଜିଉଦା, ଏମନ୍ ରଇଲା ତେଇର୍ ପେରିତ୍ ସିସ୍ମନ୍ ।
ଜନ୍ ଉପର୍ ତାଲାର୍ ବାକ୍ରାଇ ଆମେ ସବା କର୍ତେ ରଇଲୁ, ତେଇ ବେସି ବତିମନ୍ ଲାଗିରଇଲା ।
ପିତର୍ ତିଆର୍ ଅଇକରି ସେମନର୍ ସଙ୍ଗ୍ ଗାଲା । ତେଇ ସେ କେଟ୍ଲା ଦାପ୍ରେ ଲକ୍ମନ୍ ତାକେ ଉପର୍ ତାଲାର୍ ବାକ୍ରାଇ ଡାକି ନେଲାଇ । ରାଣ୍ଡି ମାଇଜିମନ୍ ଚାରିବେଡ୍ତି ଅଇକରି କାନ୍ଦି କାନ୍ଦି ଦାର୍କାସ୍ ଜିବନ୍ ରଇଲାବେଲେ ସିଲାଇ ରଇବା ବସ୍ତର୍ ଆରି ଲୁଗାମନ୍ ସବୁ ପିତର୍କେ ଦେକାଇଲାଇ ।