4 ତେଇ ସେ ତଲେ ଅଦ୍ରି ଗାଲା ଆରି ଗଟେକ୍ କଇବା କାତା ସୁନ୍ଲା “ଏ ସାଉଲ୍ ତୁଇ ମକେ କାଇକେ ସାଦ୍ଲୁସ୍ନି ?”
ପଚେ, ମୁଇ ସେମନ୍କେ କଇବି, ମୁଇ ତମ୍କେ ସତ୍କଇଲିନି, ଏ ମର୍ ବାଇମନର୍ ବିତ୍ରେ ସବୁର୍ଟାନେଅନି ଗଟେକ୍ ସାନ୍ ଲକର୍ ପାଇ, ଜାଇଟା ସବୁ କରିଆଚାସ୍, ସେଟା ମର୍ ପାଇ କରିଆଚାସ୍ ।
ମାତର୍ ମାପ୍ରୁ ତାକେ କଇଲା, “ଏ ମାର୍ତା, ତୁଇ ବେସି ବିସଇ ଚିନ୍ତା କରି, ଦାନ୍ଦାଅଇଗାଲୁସ୍ନି,
ଜିସୁ ଜେଡେବେଲା “ମୁଇ ଆକା ସେ ଲକ୍ ।” ବଲି ସେମନ୍କେ କଇଲା, ସେ ଲକ୍ମନ୍ ପଚେ ଗୁଚିଜାଇ ତଲେ ଅଦର୍ଲାଇ ।
ଜିସୁ ତାକେ “ମରିୟମ୍ !” ବଲି ଡାକ୍ଲା । ମରିୟମ୍ ତାର୍ ବାଟେ ପାସ୍ଲି କରି “ରାବ୍ବୁନି !” ବଲି ଏବ୍ରି ବାସାଇ କଇଲା । ଏଟାର୍ ଅରତ୍ ଅଇଲାନି ଗୁରୁ ।
ସେମନ୍ କାଇଲା ପଚେ ଜିସୁ ସିମନ୍ ପିତର୍କେ କଇଲା, “ଜଅନର୍ ପଅ ସିମନ୍, ତୁଇକାଇ ଏମନର୍ତେଇଅନି ମକେ ଅଦିକ୍ ଆଲାଦ୍ କଲୁସ୍ନି କି ?” ପିତର୍ କଇଲା, “ଉଁ ମାପ୍ରୁ ମୁଇ ଆଲାଦ୍ କଲିନି ବଲି ତୁଇ ଜାନିଆଚୁସ୍ ।” ଜିସୁ ତାକେ “ତୁଇ ମର୍ ମେଣ୍ଡାମନ୍କେ ନିମାନ୍ କରି ଜତନ୍ କର୍ ।” ବଲି କଇଲା ।
ସେ ଦାପ୍ରେ ସେ ମିସା ପିତରର୍ ପାଦ୍ତଲେ ଅଦ୍ରି ମରିଗାଲା । ଦାଙ୍ଗ୍ଡାମନ୍ ବିତ୍ରେ ଆସି ତାର୍ ମଲା ଗାଗଡ୍ ବଇନେଲାଇ ଆରି ତାର୍ ମୁନୁସର୍ ଲଗେ ତାକେ ମିସା ସମାଦି ଦେଲାଇ ।
ସେ କଇଲା, “ତମେ କେ ମାପ୍ରୁ ?” “ତୁଇ ଜାକେ ସାଦ୍ଲୁସ୍ନି, ସେ ଜିସୁ ମୁଇ ।
ଇତିଅନି ଆମେ ଦେକ୍ଲୁନି ପରମେସର୍ କେନ୍ତି ଆଲାଦ୍କାରିଆ, ଆରି ସାସନ୍କାରି ମିସା ! ଜନ୍ ଲକ୍ମନ୍ ତାର୍ କାତା ମାନତ୍ ନାଇ, ସେମନ୍କେ ଡଣ୍ଡ୍ ଦେଲା । ମାତର୍ ତାର୍ ଦୟା ତମେ ଡାଟ୍ ସଙ୍ଗ୍ ଦାରିରଇଲେ, ସେ ତମ୍କେ ଦୟା ଦେକାଇସି । ଜଦି ସେନ୍ତାରି ନ କଲେ, ତମ୍କେ ମିସା କାଟିଦେଇସି ।
ଜେନ୍ତିକି ବିନ୍ ବିନ୍ ବାଗ୍ ମିସିକରି ରଇଲେ ମିସା ଗାଗଡ୍ ଗଟେକ୍ସେ, ସେନ୍ତାରିସେ କିରିସ୍ଟ ଗଟେକ୍ ଗାଗଡ୍ ପାରା । ଜନ୍ତେଇ କି ବିନ୍ ବାଗ୍ ମିସିଆଚତ୍ ।
କାଇକେବଇଲେ ବିନ୍ ଲକର୍ଟାନେଅନି କେ ତମ୍କେ ବଡ୍ କରତ୍ ନାଇ । ଆରି ଜନ୍ ଗୁଣ୍ ତମେ ଦାନ୍ ଇସାବେ ମିଲାଇଆଚାସ୍ ସେଟା ପର୍ମେସର୍ ଦେଲାଆଚେ । ତେବେ ତମର୍ ନିଜର୍ଟା ବଲି ବଡ୍ପନ୍ ଅଇ କଇ ନାପାରାସ୍ ।
କାଇକେବଇଲେ ଆମେ ସବୁ ତାର୍ ଗାଗଡର୍ ବାଗ୍ ଅଇଆଚୁ ।