କଲସିଅ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ତେବର୍ପାଇ ତମେ ତାକେ ସାର୍ଦା କରାଇଲାପାରା ଚଲାଚଲ୍ତିକରି ସେ ମନ୍କଲାପାରା ଜିଉନାକାଉନା କର୍ସା । ବିନ୍ ଲକ୍ମନ୍କେ ସାଇଜ କରିଲାଗିରଇସା ଆରି ପର୍ମେସରର୍ ବିସଇ ଜାନ୍ବାକେ ଅଦିକ୍ ଅଦିକ୍ ବଡିଆଇସା । အခန်းကိုကြည့်ပါ။ |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।