କଲସିଅ 1:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ବାବା ପର୍ମେସର୍ ଉଜଲର୍ ରାଇଜେ ତାର୍ ଲକ୍ମନର୍ ପାଇ ଜାଇଟା ଟୁଲିଆଇ ଆଚେ, ତେଇ ମିସ୍ବାକେ ସେ ତମ୍କେ ବାଚ୍ଲା ଆଚେ । ସେଟାର୍ପାଇ ସାର୍ଦା ସଙ୍ଗ୍ ତାକେ ଦନିଅବାଦ୍ ଦେଇସା । အခန်းကိုကြည့်ပါ။ |
ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।