କଲସିଅ 1:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ତମେ ବିସ୍ବାସ୍ କରିଲାଗିରଇଲେ, ତମର୍ ବିସ୍ବାସ୍ ଡାଟ୍ ରଇସି । ସୁବ୍ କବର୍ଟାନେ ମାପ୍ରୁ ଜନ୍ ଆସା ଦେବି ବଲି କାତା ଦେଇଆଚେ, ସେ ଆସା ପାଇବାଟାନେଅନି ତମ୍କେ କେ ମିସା ନ ତେବାଅତ୍ । ଏ କବର୍ ତମେ ଆଗ୍ତୁ ସୁନିସାରାଇଆଚାସ୍ । ଆରି ଜଗତର୍ ଗୁଲାଇଲକ୍କେ ଜାନାଇଅଇଆଚେ । ଏ ସୁବ୍ କବର୍ ଜାନାଇବାକେ ମୁଇ ପାଉଲ୍ ଗଟେକ୍ ଗତିଦାଙ୍ଗ୍ଡା ଅଇଲିଆଚି । အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।