25 ପର୍ମେସର୍ ମକେ ମଣ୍ଡଲିର୍ ଗତିଦାଙ୍ଗ୍ଡା କରିଆଚେ । ତମ୍କେ ସାଇଜ କର୍ବାକେ ସେ ମକେ ବାଚିଆଚେ । ତାର୍ କବର୍ ତମ୍କେ ପୁରାପୁରୁନ୍ ଜାନାଇବାଟା ଅଇଲାନି ମର୍ କାମ୍ ।
ସେ ଇସାବେ ଦେକ୍ଲେ ଆପଲ୍ କେ ? ଆରି ମୁଇ ମିସା କେ ? ଆମେତା ଅବ୍କା ସେବା କରୁମନ୍ । ଜେନ୍ତିକି ତମ୍କେ ବିସ୍ବାସ୍ କର୍ବାକେ ଆମେ ସାଇଜ କଲୁ । ପର୍ମେସର୍ ଆମ୍କେ ଜନ୍ କାମ୍ କର୍ବାକେ ଦେଇରଇଲା, ଆମେ ସେ କାମ୍ କରିଆଚୁ ।
ଏଟା ଜଦି ମୁଇ ନିଜର୍ ମନ୍ କଲା ଇସାବେ କଲେ, କୁଲି ପାଇବାକେ ମର୍ ଅଦିକାର୍ ରଇତା । ମାତର୍ ପର୍ମେସର୍ ମକେ ଏ କାମ୍ ସର୍ପି ଦେଲାକେ, ମୁଇ ଏଟା କଲିନି ।
ତମର୍ ନିକପାଇ ପର୍ମେସର୍ ତାର୍ ଜିବନ୍ ଦୁକାଇଲାର୍ ତେଇଅନି ମକେ ଏ କାମ୍ ଦେଇଆଚେ । ଏଟା ନିଜେ ସୁନିଆଚାସ୍ ।
ପର୍ମେସର୍ ତାର୍ ଜିବନ୍ ଦୁକାଇଲାର୍ ତେଇଅନି ମକେ ଜନ୍ ଦାନ୍ ଦେଇ ଆଚେ, ସେଟାର୍ ଲାଗି ମୁଇ ନିମାନ୍ କବର୍ ଜାନାଇବା ଲକ୍ ଅଇଲିଆଚି । ତାର୍ ବପୁ ମର୍ ବିତ୍ରେ କାମ୍ କଲାର୍ ଲାଗି ଏଟା ଅଇଲା ।
ତମେ ବିସ୍ବାସ୍ କରିଲାଗିରଇଲେ, ତମର୍ ବିସ୍ବାସ୍ ଡାଟ୍ ରଇସି । ସୁବ୍ କବର୍ଟାନେ ମାପ୍ରୁ ଜନ୍ ଆସା ଦେବି ବଲି କାତା ଦେଇଆଚେ, ସେ ଆସା ପାଇବାଟାନେଅନି ତମ୍କେ କେ ମିସା ନ ତେବାଅତ୍ । ଏ କବର୍ ତମେ ଆଗ୍ତୁ ସୁନିସାରାଇଆଚାସ୍ । ଆରି ଜଗତର୍ ଗୁଲାଇଲକ୍କେ ଜାନାଇଅଇଆଚେ । ଏ ସୁବ୍ କବର୍ ଜାନାଇବାକେ ମୁଇ ପାଉଲ୍ ଗଟେକ୍ ଗତିଦାଙ୍ଗ୍ଡା ଅଇଲିଆଚି ।
ତମ୍କେ ବପୁ କରାଇବାକେ ଆରି ତମର୍ ବିସ୍ବାସ୍ ଡାଟ୍ କରାଇବାକେ ତମର୍ ଲଗେ ଆମର୍ ବାଇ ତିମତିକେ ପାଟାଇରଇଲୁ । ସେ ଆମର୍ସଙ୍ଗ୍ କିରିସ୍ଟର୍ ସୁବ୍କବର୍ ଜାନାଇକରି ପର୍ମେସରର୍ ସେବା କଲାନି ।
ଏ ସବୁ ବିସଇ ତମେ ବିସ୍ବାସିମନ୍କେ ସିକାଇବାର୍ ଲାଗି, ତମେ ଜିସୁ କିରିସ୍ଟକେ ସେବା କଲାସ୍ନି । ତମର୍ ବିସ୍ବାସର୍ ଲାଗି ଆରି ସତ୍ ସିକିଆ ମାନ୍ଲାର୍ ଲାଗି ପର୍ମେସର୍ ତମ୍କେ ବଡାଇସି ।