କଲସିଅ 1:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ପୁର୍ବେ ବଁଚିରଇବା ସବୁଲକର୍ ଟାନେଅନି ଏ ବିସଇ ଲୁଚାଇକରି ସଙ୍ଗଇରଇଲା । ମାତର୍ ଏବେ ସେଟା ତାର୍ ଲକ୍ମନ୍କେ ସେ ଜାନାଇଆଚେ । အခန်းကိုကြည့်ပါ။ |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।