କଲସିଅ 1:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ଜିଉଦି ନ ଅଇଲା ଲକ୍ମନର୍ ପାଇ ସେ ଟିକ୍ କରିରଇବା ମଇମାସଙ୍ଗର୍ ଜଜ୍ନା ତାର୍ ଲକ୍ମନ୍କେ ଜାନାଇବାକେ ପର୍ମେସର୍ ଟିକ୍କଲା । ସେ ଲୁଚିରଇବା ବିସଇ ଅଇଲାନି, ଜିଉଦି ନଇଲା ଲକ୍ମନର୍ଟାନେମିସା କିରିସ୍ଟ ରଇସି । ଆରି ସେ କାତା ଦେଇରଇବା ସବୁ ରକାମର୍ ମଇମା ତମେମିସା ପାଇସା ବଲି ଜାନିରୁଆ । အခန်းကိုကြည့်ပါ။ |
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”