କଲସିଅ 1:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ଏ କାମ୍ ମୁଇ ପୁରାପୁରୁନ୍ କର୍ବାକେ ମକେ କିରିସ୍ଟ ଦେଇରଇବା ବଡ୍ ବପୁସଙ୍ଗ୍ ଆବଡ୍ ଅଇ କଲିନି । အခန်းကိုကြည့်ပါ။ |
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।