କଲସିଅ 1:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତମେ ପର୍ତୁମ୍ ସୁବ୍ କବରର୍ ବିସଇ ସୁନ୍ଲାବେଲେ, ସୁବ୍କବରେ ରଇବା ଆସାକର୍ବା ବିସଇ ଜାନିରଇଲାସ୍ । ତେବର୍ପାଇ ତମେ ବିସ୍ବାସ୍ କରି ପର୍ମେସରର୍ ଲକ୍ମନ୍କେ ଆଲାଦ୍ କର୍ତେ ରଇଲାସ୍ । ତମର୍ପାଇ ସର୍ଗେ ତିଆର୍ ଅଇରଇବା ପୁରୁସ୍କାର୍ ଆସାକରି ଏନ୍ତାରି କଲାସ୍ । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।