କଲସିଅ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲା ବିସଇ ଆମର୍ ଆଲାଦର୍ ଗତିଦାଙ୍ଗ୍ଡା ଏପାପରାସ୍ ତମ୍କେ ସିକାଇରଇଲା । ଆମର୍ ବାଦୁଲେ ସେ ବିସ୍ବାସ୍ ରଇକରି କିରିସ୍ଟକେ ସେବାକଲାନି । အခန်းကိုကြည့်ပါ။ |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।
ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।