8 ପର୍ମେସର୍ ଲକ୍ମନ୍କେ ଆଲାଦ୍ କର୍ବାକେ ତମ୍କେ ସୁକଲ୍ଆତ୍ମା କେନ୍ତାରି ସାଇଜ କଲାଆଚେ ବଲି ଏପାପରସ୍ ଆମ୍କେ ଜାନାଇଆଚେ ।
କାଇକେବଇଲେ ଲକ୍ମନ୍କେ ଏବେଜାକ ନାଜାନି ରଇବା ବିସଇ ଜାନାଇ ଦିଆଅଇସି, ଆରି ଜନ୍ ବିସଇ ସବୁ ଲୁଚି ରଇସି, ସେଟା ମେଲାକରି ଦିଆଅଇସି ।
ଏ ମର୍ ଆଲାଦର୍ ବାଇବଇନିମନ୍ ! ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆରି ସୁକଲ୍ଆତ୍ମା ଦେଲା ଆଲାଦର୍ ପାଇ ମୁଇ ତମ୍କେ ଗୁଆରି କଲିନି, ମର୍ ପାଇ ମନ୍ଦେଇ ପାର୍ତନା କର୍ତେରୁଆ ।
ଏ ଆସା ଆମ୍କେ ମୁର୍ମୁରା ଅଇବାକେ ନ ଦେଏ, କାଇକେ ବଇଲେ ପରମେସର୍ ଆମ୍କେ ସୁକଲ୍ଆତ୍ମା ଦେଇ କରି ଆମର୍ ମନେ ତାର୍ ଆଲାଦ୍ ବର୍ତି କରିଦେଲାଆଚେ । ସୁକଲ୍ଆତ୍ମା ଆମର୍ ପାଇ ରଇବା ପର୍ମେସରର୍ ଦାନ୍ ।
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା,
କାଇକେବଇଲେ ମାପ୍ରୁ ଜିସୁକିରିସ୍ଟର୍ ତେଇ ରଇବା ତମର୍ ବିସ୍ବାସ୍ ଆରି ପର୍ମେସରର୍ ଲକ୍ମନର୍ ପାଇ ରଇବା ତମର୍ ଆଲାଦର୍ ବିସଇ ଆମେ ସୁନିଆଚୁ ।
କାଇକେବଇଲେ ଜନ୍ ଆତ୍ମା ପର୍ମେସର୍ ଆମ୍କେ ଦେଲାଆଚେ, ସେଟା ଆମ୍କେ ଡର୍ବାକେ ନ ଦେଏ । ତାର୍ ବାଦୁଲେ ଆତ୍ମାଇ ବପୁ ଦେଇସି, ବିନ୍ ଲକ୍ମନ୍କେ ଆଲାଦ୍ କର୍ବାକେ ସିକାଇସି ଆରି ନିଜ୍କେ ଜାଗରତ୍ ରଇବାକେ ସିକାଇସି ।
ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।