10 ଆରି ତମେ ତାର୍ ସଙ୍ଗ୍ ମିସିରଇଲାର୍ପାଇ ଆତ୍ମା ଇସାବେ ପୁରାପୁରୁନ୍ ଅଇଆଚାସ୍ । ବିନ୍ ବିନ୍ ବପୁ ଆରି ଅଦିକାର୍ ଉପ୍ରେ ରଇ, କିରିସ୍ଟର୍ ସାସନ୍ ବଡ୍ ।
ଜିସୁ ସେମନର୍ ଲଗେ ଜାଇ କଇଲା, “ସରଗ୍ ଆରି ମଚ୍ପୁରର୍ ସବୁ ଅଦିକାର୍ ମକେ ଦିଆଅଇଲା ଆଚେ ।
“ତାର୍ ମନ୍ ବିତ୍ରେ ରଇଲା ପୁରାପୁରୁନ୍ ଜିବନ୍ ଦୁକାଇବା ତେଇଅନି ଆମେ ସବୁ ଆସିର୍ବାଦ୍ ପାଇଆଚୁ । ଉଁ, ଆସିର୍ବାଦର୍ ପଚେ ଆସିର୍ବାଦ୍ ପାଇଆଚୁ ।
ତାର୍ପଚେ ଜୁଗର୍ ସାରାସାରି ଦିନ୍ କେଟ୍ସି । ସେଡ୍କିବେଲେ ସବୁ ସାସନ୍କାରିଆମନ୍କେ, ଅଦିକାର୍ ଆରି ବପୁ ରଇଲା ଲକ୍ମନ୍କେ ସେ ଆରାଇସି ଆରି ବାବା ପର୍ମେସର୍କେ ସେ ରାଇଜ୍ ସର୍ପି ଦେଇସି ।
ଜେନ୍ତାର୍କି ମଣ୍ଡ୍ଲିର୍ ଟାନେଅନି ତାର୍ ବିନ୍ ବିନ୍ ରକାମର୍ ଗିଆନ୍ ସର୍ଗର୍ ସାସନ୍କାରିଆମନ୍କେ ଆରି ବପୁ ରଇବାଟାମନ୍କେ, ସେ ଜାନାଇସି ।
ଉଁ, ନର୍ଲକ୍ ବୁଜ୍ବା ତେଇଅନି ଅଦିକ୍ କିରିସ୍ଟ ଆମ୍କେ ଆଲାଦ୍ କଲା ଆଚେ, ସେ ଆଲାଦ୍ ତମେ ଜାନା ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ତମର୍ ଚାଲାଚାଲ୍ତି ପରମେସରର୍ ପାରା ଅଇ ଆଇସି ।
ସାସନ୍ କରି ଅଦିକାରେ ରଇବା ସବୁ କାରାପ୍ ଆତ୍ମାମନ୍କେ ସେ ଆରାଇଲା । କିରିସ୍ଟ କୁରୁସ୍କାଟେ ମଲାକେ, ସେ ସବୁ ସାସନ୍କାରିଆମନ୍କେ ଆରାଇଲା ବଲି ଦେକାଇଲା ।
ତମେ ଜିଉଦି ଲକ୍ ଉଆ କି ଜିଉଦି ନ ଅଇଲା ଲକ୍ ଉଆ, ସୁନତ୍ ଅଇଲାଲକ୍ କି ସୁନତ୍ ନ ଅଇଲା ଲକ୍, ଦାପ୍ରେ ରିସା ଅଇ ମାରିମରାଇବା ଲକ୍ କି ବିନ୍ ଦେସର୍ ଗତିଦାଙ୍ଗ୍ଡା କି ମୁକ୍ଲାଇଲା ଲକ୍, ସେଟା କାଇଟା ନଏଁ । ମାତର୍ କିରିସ୍ଟ ସବୁର୍ଟାନେ ଆଚେ ଆରି ସେ ଆକା ସବୁର୍ ଉପ୍ରେ ସାସନ୍ କଲାନି ।
ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା ।
ସେ ସର୍ଗେ ବାଉଡି ଜାଇ ପର୍ମେସରର୍ ଉଜାବାଟେ ଆଚେ । ସର୍ଗେ ରଇବା ସବୁ ଦୁତ୍, ଅଦିକାର୍ ଆରି ବପୁ ଉପ୍ରେ ସେ ସାସନ୍ କଲାନି ।