କଲସିଅ 2:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ତମେ କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ସୁନତ୍ ଅଇଲାପାରା ଅଇଆଚାସ୍ । ଜେନ୍ତିକି ତମର୍ ପାପର୍ ଗୁନ୍ଚଲନେ ଅନି ମୁକ୍ଲିଆଚାସ୍ । ଗାଗଡ୍ ଇସାବେ ସୁନତ୍ ଅଇଆଚାସ୍ ବଲି ମୁଇ କଇନାଇ, ମାତର୍ କିରିସ୍ଟସେ ତମର୍ ପାପର୍ ଗୁନ୍ଚଲନେଅନି ମୁକ୍ଲାଇଆଚେ । အခန်းကိုကြည့်ပါ။ |