କଲସିଅ 2:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତମେ ଜିଉଦି ନ ଅଇଲା ଲକ୍ମନ୍ ପର୍ମେସରର୍ ନିୟମ୍ ନ ମାନ୍ଲାର୍ପାଇ ତାର୍ଟାନେଅନି ବେଗ୍ଲି ରଇଲାସ୍ । ଆରି ତମର୍ ପାପର୍ ଗୁନ୍ଚଲନର୍ ବପୁଅନି ମୁକ୍ଲି ନ ରଇଲାସ୍ । ମାତର୍ ପର୍ମେସର୍ କିରିସ୍ଟର୍ ସଙ୍ଗ୍ ଗଟେକ୍ ନୁଆ ଜିବନ୍ କରି ତମ୍କେ ଉଟାଇଆଚେ । ସେ ଆମର୍ ସବୁ ପାପ୍ କେମାକରି ଦେଲାଆଚେ । အခန်းကိုကြည့်ပါ။ |
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।