କଲସିଅ 2:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ । အခန်းကိုကြည့်ပါ။ |
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”