କଲସିଅ 2:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ଏ ରକାମର୍ ନିୟମ୍ ବେସି ଗିଆନ୍ ରଇଲାପାରା ଡିସ୍ସି । ବାଦିଅକରି ଦୁତ୍ମନ୍କେ ଉପାସନା କର୍ବାଟାନେ ଆରି ଲକ୍ମନ୍କେ ଦେକାଇଅଇଲା ପାରା ନିଜ୍କେ ନିଚ୍କରି ଆରି ଗାଗଡ୍କେ କସ୍ଟ ଦେବା ବିସଇ ସିକାଇବାଇ । ମାତର୍ ଏ ସବୁ ନିୟମ୍ ଲକ୍ମନର୍ ପାପର୍ ଗୁନ୍ଚଲନ୍ ଜାଗ୍ରତ୍ କରି ସଙ୍ଗଇବାକେ କାଇ ମୁଲିଅ ନ ରଏ । အခန်းကိုကြည့်ပါ။ |
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।