କଲସିଅ 2:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 କେ ମିସା କାତାର୍ ଚାଲାକିସଙ୍ଗ୍ ତମ୍କେ ନ ନାଡାଅତ୍ ବଲି ଆସାକରି ଏଟା ମୁଇ ତମ୍କେ ଲେକ୍ଲିନି । ସେମନ୍ କଇବା କାତା ସତ୍ପାରା ଲାଗ୍ଲେମିସା ନାଡାଇ ଉଆନାଇ । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।