କଲସିଅ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 କିରିସ୍ଟର୍ ବିସଇ ବିସ୍ବାସ୍ କରିରଇବା କବର୍ ଡାଟ୍ସଙ୍ଗ୍ ଦାରିରୁଆ । ତାର୍ ବିସଇ ଅଦିକ୍ ଅଦିକ୍ ସିକା ଆରି ବିସ୍ବାସେ ଡାଟ୍ ଉଆ । ଜେନ୍ତିକି ତମ୍କେ ସିକାଇଲାପାରା, ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।
ତମେ ଗଟେକ୍ତେଇ ରୁଣ୍ଡିକରି ମିସି କାଇଲାବେଲେ, ତମର୍ ସଙ୍ଗ୍ ସେମନ୍ ଲାଜ୍ ଲାଗ୍ବା କାମ୍ କଲେ ମିସା ସେମନ୍ ତମର୍ ମୁଆଟେ ଲାଜ୍ ନ ଅଇକରି ସାଆସ୍ ସଙ୍ଗ୍ କାଇଲାଇନି । ମେଣ୍ଡାମନ୍କେ ନ ଚାରାଇ ନିଜେ ଚାରାଇଅଇଲା ଗଉଡ୍ ପାରା ଅଇଲାଇନି । ପବନ୍ ଆଇଲେ ଉଡାଇନେବା ପାନି ନ ମାର୍ବା ବାଦଲ୍ପାରା ଏମନ୍ ଆଚତ୍ । ପଲ୍ ଦେବା ବେଲାଇ କାଇପଲ୍ ନ ରଇବା ଗଚ୍ ଜେନ୍ତାରି ଉପାଡିକରି ସୁକ୍ବାକେ ଚାଡ୍ଲାପାରା, ସେନ୍ତାରି ଅଇ ସେମନ୍ ଆଚତ୍ ।