କଲସିଅ 3:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 କିରିସ୍ଟର୍ ସଙ୍ଗ୍ ମରିରଇଲାର୍ ପାଇ ଆରି ତାର୍ ସଙ୍ଗ୍ ନୁଆଜିବନ୍ ପାଇ ପର୍ମେସର୍ ତମ୍କେ ଉଟାଇଲାର୍ପାଇ ସର୍ଗେ ରଇବା ବିସଇ ଦେକ୍ତେରୁଆ । ତେଇ କିରିସ୍ଟ ପର୍ମେସରର୍ ଉଜାବାଟେ ବସିଆଚେ । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।