କଲସିଅ 3:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ତମେ କାଇଟା ମିସା କଇଲେ କି କଲେ, ସେ ସବୁ ମାପ୍ରୁ ଜିସୁର୍ ନାଉଁଦାରି ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !