18 ଏ ମାଇଜିମନ୍, ତମେ ନିଜର୍ ନିଜର୍ ମୁନୁସ୍ମନର୍ କାତା ମାନିକରି ରୁଆ । ଜିସୁ କିରିସ୍ଟର୍ ସଙ୍ଗ୍ ମିସିରଇଲାର୍ ପାଇ ଏନ୍ତାରି କର୍ବାଟା ନିକ ।
ପିତର୍ ଆରି ବିନ୍ ସିସ୍ମନ୍ କଇଲାଇ, “ଆମେ ତମର୍ ଆଦେସ୍ ମାନ୍ବା ବାଦୁଲେ ପର୍ମେସରର୍ ଆଦେସ୍ ମାନ୍ବୁ ।
କିରିସ୍ଟ ସବୁ ମୁନୁସ୍ ପିଲାମନର୍ ନେତା, ଆରି ମୁନୁସ୍ ମାଇଜିର୍ ନେତା, ଆରି ପର୍ମେସର୍ କିରିସ୍ଟର୍ ନେତା । ଏଟା ତମେ ଜାନିରୁଆ ବଲି ମୁଇ ମନ୍ କଲିନି ।
ତମେ ମଣ୍ଡଲି ଇସାବେ ରୁଣ୍ଡ୍ଲା ବେଲେ, ମାଇଜିମନ୍ ଚୁପ୍ଚାପ୍ ଅଇରଇବାର୍ ଆଚେ । ତେଇ ସେମନ୍ କାତା କଇବାକେ ସେମନ୍କେ ଆଦେସ୍ ମିଲେନାଇ । ଜିଉଦି ନିୟମ୍ ଇସାବେ ସେମନ୍ ମନସ୍ ପିଲାର୍ ତଲିଆ ରଇବାର୍ ଆଚେ ।
ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ ।
ମାତର୍ ତମର୍ ବିତ୍ରେ ବେସିଆ ଇସାବେ ରଇବା ଚଲାଚଲ୍ତି, କି କାଇ ରକାମର୍ ସୁକଲ୍ ନ ଅଇବାଟା କି ଲବ୍ ଅଇବାଟା ଆଚେ, ବଲି ବିନ୍ ଲକ୍ମନ୍ ନ କଅତ୍ । କାଇକେବଇଲେ ଏଟା ସବୁ ପର୍ମେସରର୍ ସୁକଲ୍ ଲକ୍ମନ୍ କର୍ବା ଟିକ୍ ବିସଇ ନଏ ।
କାଇକେବଇଲେ, ଉଜ୍ଲେ ରଇଲେ ତେଇଅନି ସବୁ ରକାମର୍ ନିକ, ଦରମ୍, ଆରି ସତ୍ ବିସଇ ବାରଇସି ।
ମୁଇ ମାଇଜିମନ୍କେ ସିକାଇବା ଅଦିକାର୍ କି ମୁନୁସର୍ ଉପ୍ରେ ସାସନ୍ କର୍ବା ଅଦିକାର୍ ଦେଇନାଇ । ତାର୍ ବାଦୁଲେ ସେମନ୍ ଚିମ୍ରାଇଅଇ ରଅତ୍ ।