19 ଏ ମୁନୁସ୍ମନ୍, ତମେ ନିଜର୍ ନିଜର୍ ମାଇଜିମନ୍କେ ଆଲାଦ୍ କରି ଦରମ୍ ଉଆ ।
“ଜେ ମର୍ ଲଗେ ଆସିକରି ନିଜର୍ ବାବା, ମାଆ, ମାଇଜି ପିଲା, ବାଇ ବଇନି ଆରି ନିଜ୍କେ ମର୍ତେଇଅନି ଅଦିକ୍ ଆଲାଦ୍ କର୍ସି, ସେ ମର୍ ସିସ୍ ଅଇନାପାରେ ।
ସେମନର୍ କାତା, ପିତା ଅଇ, ଅବିସାପେ ପୁରୁନ୍ ଅଇଆଚେ ।
ସବୁ ରକାମର୍ କୁଟ୍ କାତା ଚିନ୍ତା କର୍ବାଟା, ରିସା ଅଇବାଟା,କିରଜାଟି କର୍ବାଟା, ନିନ୍ଦା କାତା କଇବାଟା, ଇଁସା ତଲା ଅଇବାଟା, ଏ ସବୁଜାକ ତମର୍ଟାନେ ଅନି ଦୁରିକେ ସଙ୍ଗୁଆ ।
ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା ।
ସାରାସାରି ତମେ ଗଟେକ୍ ଗଟେକ୍ ଲକ୍ ନିଜେ ନିଜେ ଆଲାଦ୍ ଅଇଲାପାରା ନିଜର୍ ନିଜର୍ ମାଇଜିକେ ସେନ୍ତାରି କର୍ବାର୍ ଆଚେ । ଆରି ମାଇଜିମନ୍ ତାକର୍ ମୁନୁସ୍ମନ୍କେ ସନ୍ମାନ୍ ଦେବାର୍ ଆଚେ ।
ଏ ଆୟା ବାବାମନ୍, ତମର୍ ପିଲାଟକିମନ୍କେ ସବୁବେଲେ ଲାଗିକରି ମନ୍ ବାଙ୍ଗାଆ ନାଇ ।
ଜଦି ତମର୍ ମନ୍ବିତ୍ରେ ଇଁସାତଲା, କପ୍ଦାର୍ବାଟା ଆରି ସବୁବେଲେ ନିଜର୍ ବିସଇ ଚିନ୍ତା କର୍ବାଟା ରଇସି, ସେନ୍ତାର୍ଆଲେ ସେ ବିସଇଟାନେ ବଡ୍ପନ୍ ଉଆନାଇ । ଆରି ସତ୍ ବିସଇ ବୁଲ୍ ଆଚେବଲି କୁଆ ନାଇ ।
ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।