20 ଏ ପିଲାଟକିମନ୍, ତମର୍ ଆୟାବାବାର୍ କାତା ମାନିକରି ରୁଆ । ସେଟା ପର୍ମେସର୍କେ ସାର୍ଦା କରାଇସି ।
ଆୟା ବାବାର୍ ସେବା କରା ଆରି ତମର୍ ପଡିସାର୍ ଲକ୍ମନ୍କେ ନିଜର୍ ପାରା ଆଲାଦ୍ କରା ।”
ତେବର୍ପାଇ ମଣ୍ଡ୍ଲି ଜେନ୍ତାର୍ କିରିସ୍ଟକେ ସର୍ପି ଅଇସି, ସେନ୍ତାରି ଏ ମାଇଜିମନ୍, ତମେ ମିସା ସବୁ ବିସଇତେଇ ତମର୍ ମନସ୍ମନର୍ ଟାନେ ସର୍ପି ଅଇବାର୍ଆଚେ ।
ତେବେ ତମେ ମର୍ପାଇ ପାଟାଇଲାଟା ସବୁଜାକ ମର୍ଟାନେ କେଟ୍ଲା ଆଚେ । ଆରି ସେଟା ମର୍ପାଇ ଅଦିକ୍ । ତମେ ପାଟାଇଲା ସବୁ ବିସଇ ଏପାପର୍ଦିସ୍ ମର୍ଲଗେ ଆନ୍ଲାକେ, ମକେ ଲଡାକେ ଆଇବା ସବୁ ମୁଇ ମିଲାଇଆଚି । ଏନ୍ତାରି କଲାକେ ତମେ ପର୍ମେସର୍କେ ସର୍ପି ଦେଲା ନିକ ବାସ୍ନା ଅଇବା ଦାନ୍ ପାରା ଅଇଲା ଆଚେ । ସେ ସେଟା ସଙ୍ଗଇକରି ସାର୍ଦା ଅଇଲାଆଚେ ।
ତେବର୍ପାଇ ତମେ ତାକେ ସାର୍ଦା କରାଇଲାପାରା ଚଲାଚଲ୍ତିକରି ସେ ମନ୍କଲାପାରା ଜିଉନାକାଉନା କର୍ସା । ବିନ୍ ଲକ୍ମନ୍କେ ସାଇଜ କରିଲାଗିରଇସା ଆରି ପର୍ମେସରର୍ ବିସଇ ଜାନ୍ବାକେ ଅଦିକ୍ ଅଦିକ୍ ବଡିଆଇସା ।
ଏ ଗତିଦାଙ୍ଗ୍ଡାମନ୍, ତମେ କରିରଇବା ସବୁକାମ୍ଟାନେ ତମର୍ ଜଗତେରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍ ତମର୍ କାମ୍ ଦେକି ବଲ୍ ବଲ୍ବାକେ ନାଇ ମାତର୍ ମାପ୍ରୁକେ ଡରିକରି ସତ୍ ମନେ ରଇ ସବୁ କାମ୍ କରା ।
ତର୍ ମଣ୍ଡଲିମନ୍କେ ରଇବା ଗତିଦାଙ୍ଗ୍ଡାମନ୍କେ ତାକର୍ ସାଉକାର୍ମନ୍କେ ମାନିକରି ରଇବାକେ ସିକା । ତାକର୍ କର୍ବା କାମ୍ ଦେକି ସାଉକାର୍ମନ୍ ସାର୍ଦା ଅଅତ୍ ଆରି ସାଉକାର୍ମନ୍କେ ସେମନ୍ ଟଣ୍ଡ୍ ନ ଲାଗାଅତ୍ ।
ଜିସୁକିରିସ୍ଟର୍ ଲାଗି ସାନ୍ତି ଦେବା ପର୍ମେସର୍ ତମ୍କେ ସବୁ ରକାମର୍ ସାଇଜ ଦେଅ । ଜେନ୍ତାରି କି ସେ ମନ୍ କଲାଟା ତମେ ପୁରାପୁରୁନ୍ କର୍ସା । ଆମେ କର୍ବା କାମ୍ ତାକେ ସାର୍ଦା ଦେଅ । ଜିସୁକିରିସ୍ଟକେ ଆମେ ନ ସାର୍ବା ଦିନ୍ଜାକ ଡାକ୍ପୁଟା ଦେଉଁ ।