କଲସିଅ 3:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 କାଇକେବଇଲେ ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି ଆରି ତାର୍ ଲକ୍ମନ୍କେ ସେ ଦେବି ବଲି କାତା ଦେଇରଇବା ସବୁ ଆସିର୍ବାଦ୍ ତମେ ପାଇସା ବଲି ଜାନିଆଚାସ୍ । ତମେ ସେବା କର୍ବା ସାଉକାର୍ କିରିସ୍ଟ, ବଲି ଏତାଇରୁଆ । အခန်းကိုကြည့်ပါ။ |
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।