25 ଜଦି କେ ମିସା ବୁଲ୍ କାମ୍ କରି ଲାଗିରଇଲେ, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ଆରି ସେ ସବୁଲକ୍କେ ସମାନ୍ ନାପ୍ବା ଡାଙ୍ଗ୍ସଙ୍ଗ୍ ବିଚାର୍ କର୍ସି ।
ନର୍ପିଲା ମୁଇ ବାବା ପର୍ମେସରର୍ ଡାକ୍ପୁଟା ପାଇ ସରଗ୍ ଦୁତ୍ମନର୍ ସଙ୍ଗ୍ ଆରି ତରେକ୍ ଆଇବି । ସେଡ୍କି ବେଲେ ମୁଇ ସବୁ ଲକର୍ କରିରଇବା କାମ୍ ଦେକି ପୁରୁସ୍କାର୍ ଦେବି ।
ସେଟାର୍ପାଇ ସେ ଚର୍ମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ତମେ ଟିକ୍ କଇଲାସ୍ନି ଆରି ଟିକ୍ ସିକାଇଲାସ୍ନି ବଲି ଆମେ ଜାନିଆଚୁ । କାର୍ବାଟେ ନ ଅଇ ଲକ୍ମନର୍ ଜିବନର୍ପାଇ ପର୍ମେସରର୍ ସତ୍ ବିସଇସେ ସିକାଇଲୁସ୍ନି ।
ସିତିଅନି ପିତର୍ କଇଲା, “ଏବେ ମୁଇ ବୁଜିପାର୍ଲିନି ଜେ ପର୍ମେସର୍ କେତେଟା ଦଲ୍ମନ୍କେସେ ଡାକ୍ସି, ସେନ୍ତାରି ନଏଁ, ମାତର୍ ସବୁକେ ସମାନ୍ ଇସାବେ ଡାକ୍ସି ।
କାଇକେ ବଇଲେ ପରମେସର୍ ଗଟେକ୍ ତୁଲାଇସେ ସବୁର୍ ବିଚାର୍ କର୍ସି ।
ଆମେ ସବୁଲକ୍ କିରିସ୍ଟର୍ ମୁଆଟେ ଆଇବାକେ ପଡ୍ସି । କାଇକେବଇଲେ ସେ ଆମର୍ କାମ୍ ବିଚାର୍ କର୍ସି । ଏ ଜଗତେ ରଇକରି ଆମେ ଜନ୍ଟା କଲୁଆଚୁ, ସେଟା ନିକ ଅ କି ନ ଅ, ସେ ଇସାବେ ଆମ୍କେ ଗଟେକ୍ ଗଟେକ୍ ଲକ୍କେ ବୁତି ମିଲ୍ସି ।
କାଇକେବଇଲେ ତମେ ନିକ କାମ୍ କଲେ, ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି । ତମେ ଗତିଦାଙ୍ଗ୍ଡା ଅଇରୁଆ କି ମୁକଲ୍ଲା ଲକ୍ ଅଇରୁଆ ।
ଏ ସାଉକାର୍ମନ୍, ସେନ୍ତାରିସେ ତମର୍ ଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଦେକାରକା କରା । ସେମନ୍କେ ଦାକାପୁକା ଦିଆସ୍ ନାଇ । ତମର୍ ମନେ ରଅ, ତାକର୍ ଆରି ତମର୍ ସାଉକାର୍ ସର୍ଗେ ଆଚେ । ଆରି ସେ ସାନ୍ ବଡ୍ ନ ବାବି ଦେକାରକା କର୍ସି ।
ଏ ସାଉକାର୍ମନ୍, ତମର୍ ଦାଙ୍ଗ୍ଡାମନ୍କେ ଜତନ୍ କରା ଆରି ସେମନ୍କେ ସବୁକେ କାଇ ଅନିଆଇ ନ କରି ଚଲାଚଲ୍ତି କରା । କାଇକେବଇଲେ ସର୍ଗେ ମିସା ତମର୍ ପାଇ ଗଟେକ୍ ସାଉକାର୍ ଆଚେ ବଲି ଏତାଆ ।
ଜେ ଜଦି ଏ ବିସଇ ନ ମାନିକରି କନ୍ ବିସ୍ବାସି ବାଇକେ ମିସା ଅନିଆଇ କର୍ସି ବଇଲେ, ମାପ୍ରୁ ଏ ସବୁ ବିସଇ ନେଇ ଡଣ୍ଡ୍ ଦେଇସି । ଏ କାତା ଆମେ ପୁର୍ବେ ଜାନାଇଦେଇ ଆଚୁ ।
ଜନ୍ଟା ଟିକ୍, ସେଟା ପର୍ମେସର୍ ପୁରାପୁରୁନ୍ କର୍ସି । ଜନ୍ଲକ୍ମନ୍ ଏବେ ତମ୍କେ କସ୍ଟ ଦେଲାଇନି, ସେମନ୍ କସ୍ଟ ପାଇବାଇ ।
ସେ ଜଦି ତର୍ କାଇ ପାପ୍ଦସ୍ କରି ରଇଲେ, କି କାଇଟା ଦେବାର୍ ରଇଲେ ସେଟା ମର୍ ରୁନ୍ବଲି ବାବ୍ ।
କାଇକେ ବଇଲେ ପୁର୍ବେ ପର୍ମେସର୍ ସରଗ୍ ଦୁତ୍ମନର୍ ଅନି ଜାନାଇ ଆଚେ, ସେଟା ସତ୍ ବଲି ପର୍ମାନ୍ ଅଇଆଚେ, ଜନ୍ ଲକ୍ମନ୍ ସେଟା ମାନତ୍ ନାଇ, ସେମନ୍ ଡଣ୍ଡ୍ ପାଇଆଚତ୍ ।
ପର୍ମେସର୍ ଜେଡେବେଲେ ମୁନୁସ୍ମନ୍କେ ବିଚାର୍ କର୍ସି, ସେ କାର୍ବିତ୍ରେ ସାନ୍ ବଡ୍ ନ ଦେକେ । ଗଟେକ୍ ଗଟେକ୍ ଲକ୍କେ ତାକର୍ କଲା କାମ୍ ଇସାବେ ସେ ବିଚାର୍ କର୍ସି । ତେବେ ତମେ ପାର୍ତନା କର୍ବାବେଲେ ପର୍ମେସର୍କେ ବାବା ବଲି ଡାକ୍ଲାସ୍ନି । ତମେ ଜେତ୍କି ଦିନ୍ ଏ ଜଗତେ ବଁଚିଆଚାସ୍, ତାକେ ମାନିକରି ରଇବାର୍ଆଚେ ।
ଏ ଲକ୍ମନ୍ ମୁର୍ମୁରା ଅଇକରି ବିନ୍ ଲକ୍ମନ୍କେ ନିନ୍ଦା କର୍ବାଇ । ନିଜର୍ କାରାପ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ, ନିଜର୍ ବିସଇନେଇ ବଡ୍ପନ୍ ଅଇବାଇ ଆରି ନିଜର୍ ଲାବ୍ ପାଇବାକେ ବିନ୍ଲକ୍କେ ନିକ କାତା କଇ ସୁତ୍ରାଇବାଇ ।