କଲସିଅ 3:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 କିରିସ୍ଟ ଅଇଲାନି ତମର୍ ଜିବନ୍ । ସେ ବାଅଡ୍ଲାବେଲେ ତମେ ମିସା ସବୁର୍ ଦେକ୍ତେ ତାର୍ ମଇମାତେଇ ମିସ୍ସା । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।