କଲସିଅ 3:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ପାପ୍ କାମ୍ କର୍ତେରଇଲାସ୍, ସେଟାମନ୍ ଆରି କରାନାଇ । ଜେନ୍ତାରି କି ବେସିଆ କାମ୍, ସୁକଲ୍ ନ ରଇବା ଚଲାଚଲ୍ତି, ଗାଗଡର୍ ଲାଲ୍ସାଅଇବାଟା, କାରାପ୍ ବିସଇ ମନ୍ କର୍ବାଟା, ଆରି ଲବ୍ ଅଇବାଟା, ଏ ସବୁ ବିସଇ ପୁତ୍ଲାମନ୍କେ ଜୁଆର୍ କର୍ବାଟା ସଙ୍ଗ୍ ସମାନ୍ । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।