କଲସିଅ 3:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ପୁର୍ବେ ତମେ ମିସା ଏ ସବୁ କାମେ ମିସି ରଇକରି ସେନ୍ତାରି ଚଲାଚଲ୍ତି କର୍ତେରଇଲାସ୍ । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।