କଲସିଅ 3:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମାତର୍ ଏବେ ସେନ୍ତାରି ବିସଇ କରା ନାଇ । ଜେନ୍ତିକି ରିସା ଅଇବାଟା, ଇସାତଲା କର୍ବାଟା, ବିନ୍ଲକ୍କେ ଗିନ୍ କର୍ବାଟା, ନିନ୍ଦାକାତା କଇବାଟା, ଆରି ପିଟ୍ତେ କାତାକଇବାଟା ଚାଡିଦିଆସ୍ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।
ସେମନ୍ ସମ୍ଦୁରର୍ ଲଅଡି ଜେନ୍ତି ପେପୁଲ୍ ବାର୍କର୍ସି, ସେ ପେପୁଲ୍ପାରା ତାକର୍ ଲାଜର୍ ଚଲାଚଲ୍ତି ଡିସ୍ସି । ଆକାସର୍ କେତେକ୍ କେତେକ୍ ତାରାମନ୍ ଜେନ୍ତି ତାକର୍ ପାଇ ରଇବା ଜାଗାଇ ନ କିନ୍ଦ୍ରିକରି ବିନ୍ବାଟେ ବୁଲ୍ତେରଇବାଇ, ସେମନ୍ ସମାନ୍ ସେନ୍ତାରିସେ । ପର୍ମେସର୍ ସେମନର୍ପାଇ ଗଟେକ୍ ବଡ୍ ଗଇରି ରଇବା ଆନ୍ଦାରର୍ ଜାଗା ସଙ୍ଗଇଆଚେ । ଜନ୍ତିକି ସେମନ୍ ସବୁଦିନର୍ପାଇ ରଇବାଇ ।