କଲସିଅ 4:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଜୁସ୍ତ ନାଉଁଦାରି ଡାକ୍ପୁଟା ଅଇଲା ଜିୟସୁୟ ମିସା ତମ୍କେ ଜୁଆର୍ ଜାନାଇଲାନି । ଏ ତିନ୍ ଲକ୍ସେ ଇତି ରଇବା ଜିଉଦି ବିସ୍ବାସିମନ୍ । ପର୍ମେସରର୍ ରାଇଜ୍ ବିସଇତେଇ ରଇବା ସୁବ୍କବର୍ ଜାନାଇବାକେ ସେମନ୍ ମର୍ ସଙ୍ଗ୍ କାମ୍ କଲାଇନି । ସେମନ୍ ମକେ ବେସି ସାର୍ଦା କରାଇଆଚତ୍ । အခန်းကိုကြည့်ပါ။ |
ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।