13 ଏରାପଲି ଆରି ଲାଉଦିକିଆଇ ରଇବା ବିସ୍ବାସିମନର୍ପାଇ ଆରି ତମର୍ପାଇ ମିସା ସେ ଆବଡ୍ ଅଇଲାନି ବଲି ମୁଇ ସାକି ଦେଲିନି ।
ସେମନ୍ ପରମେସର୍କେ ପୁରାପୁରୁନ୍ ବିସ୍ବାସ୍ କଲାଇନି । ମାତର୍ ତାକେ କେନ୍ତାରି ସାର୍ଦା କରାଇବାର୍ ଆଚେ, ସେଟା ନାଜାନତ୍ ।
ସେମନ୍ ଜେତ୍କି ଦେବାର୍ ରଇଲା, ତାର୍ତେଇଅନି ଅଦିକ୍ ଦେଲାଇ ବଲି ମୁଇ ସାକି ଦେଲିନି । ଦେବାର୍ ମନ୍ ରଇଲାକେ ନିଜର୍ ମନ୍ କଲା ଇସାବେ ଦେଲାଇ ।
କାଇକେବଇଲେ ତମର୍ପାଇ, ଲାଉଦିକିଆର୍ ଲକ୍ମନ୍କେ ଆରି ଏବେ ଜେତ୍କି ଲକ୍ ମକେ ନ ଦେକିରଇଲାଇ, ସେ ସବୁଲକର୍ ପାଇ, ମୁଇ କେତେକ୍ କସ୍ଟ କଲିନି, ସେଟା ତମେ ଜାନା ବଲିକରି ମନ୍କଲିନି ।
ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।”