ଏପିସିୟ 1:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ଆରି ଡାକ୍ପୁଟାର୍ ବାବା, ଆମର୍ ମାପ୍ରୁ ଜିସୁକିରିସ୍ଟର୍ ପର୍ମେସର୍କେ ପାର୍ତନା କଲିନି । ଜେନ୍ତିକି ସେ ତମ୍କେ ସୁକଲ୍ ଆତ୍ମା ଦେଇସି । ସେ ଆତ୍ମା ତମ୍କେ ଗିଆନ୍ କରାଇସି ଆରି ପର୍ମେସର୍କେ ତମର୍ ମୁଆଟେ ଦେକାଇସି । အခန်းကိုကြည့်ပါ။ |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।