ଏପିସିୟ 1:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ମୁଇ ପାର୍ତନା କଲିନି, ଜେନ୍ତାରିକି ତାର୍ ଉଜଲ୍ ଦେକ୍ବାକେ ତମର୍ ଆତ୍ମାର୍ ଆଁକି ଡିସ । ଜେନ୍ତିକି ଜନ୍ ଆସା ନେଇକରି ତମେ ତାର୍ ଲଗେ ଆସି ଆଚାସ୍, ସେଟା ଜାନିପାରାସ୍ । အခန်းကိုကြည့်ပါ။ |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।