ଏପିସିୟ 1:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ତାର୍ ଲକ୍ମନର୍ ପାଇ ସେ ଦେଇରଇବା କାତାର୍ ସବୁ ବଡ୍ ଆସିର୍ବାଦ୍ କେତେକ୍ ଅଦିକ୍ ଆଚେ । ଆରି ଆମର୍ ପାରା ବିସ୍ବାସିମନର୍ ପାଇ ରଇବା ତାର୍ ବପୁ କେଡେ ବଡ୍, ସେଟା ତମେ ଜାନି ପାରାସ୍ । အခန်းကိုကြည့်ပါ။ |
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !