ଏପିସିୟ 1:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 କିରିସ୍ଟ ସର୍ଗେ, ସାସନ୍ କର୍ବା ଲକ୍ମନ୍କେ, ସନ୍ମାନ୍ ପାଇବା ଲକ୍ମନ୍କେ, ବପୁରଇବା ଲକ୍ମନ୍କେ ଆରି ସାସନ୍କାରିଆମନର୍ ଉପ୍ରେ ସାସନ୍ କର୍ସି । ତାର୍ ଅଦିକାର୍ ଏବର୍ ସାସନ୍କାରିଆମନର୍ କି ଆଇବା ଦିନର୍ ସାସନ୍କାରିଆମନର୍ ତେଇଅନି ଅଦିକ୍ ବପୁ ସଙ୍ଗର୍ ଆଚେ । အခန်းကိုကြည့်ပါ။ |