ଏପିସିୟ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ ! အခန်းကိုကြည့်ပါ။ |
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।