ଏପିସିୟ 2:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ପର୍ମେସର୍ସେ ଆମ୍କେ ତିଆର୍ କଲା ଆଚେ । ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ନିକ କାମ୍ କର୍ବାକେ ସେ ଆମ୍କେ ନୁଆ କଲା ଆଚେ । ଏଟା ଆଗ୍ତୁଆନି ସେ ଆମର୍ ପାଇ ମନ୍ କରି ରଇଲା । အခန်းကိုကြည့်ပါ။ |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।